ଆଜି ରାଜ୍ୟରେ ସର୍ବନିମ୍ନ କରୋନା ସଂକ୍ରମଣ: ୬ ଜଣ ୧୮ ବର୍ଷରୁ କମ୍ ବୟସର
ଭୁବନେଶ୍ବର: ଆଜି ବି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ଶହେ ତଳେ ରହିଛି। ଗତକାଲି ୬୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହା ଚଳିତ ବର୍ଷର ସର୍ବନିମ୍ନ ସଂଖ୍ୟା ବୋଲି କୁହାଯାଉଛି। ଏମାନଙ୍କ ମଧ୍ୟରୁ ୨୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୧ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୬ ଜଣ […]