ଆଜି ପବିତ୍ର ଦଶହରା ବା ବିଜୟାଦଶମୀ, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଜରାଜଶ୍ୱେର ବେଶ
ପୁରୀ ୦୫।୧୦ : ଶ୍ରୀମନ୍ଦିରରେ ଆଜି ପବିତ୍ର ଦଶହରା ବା ବିଜୟାଦଶମୀ ଅନୁଷ୍ଠିତ ହେଉଛି। ଏହି ଅବସରରେ ଆଜି ମହାପ୍ରଭୁ ସୁନାବେଶ ବା ରାଜରାଜଶ୍ୱେର ବେଶରେ ସଜ୍ଜିତ ହେବେ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ, ନୂଆ ଲୁଗା, ୩୨ ମୂର୍ତ୍ତି ସ୍ୱର୍ଣ୍ଣ ଅଳଙ୍କାର ପରେ ସୁନାବେଶ ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ରାମକୃଷ୍ଣ ବୀରବେଶ ଧାରଣ କରି ଶ୍ରୀଜଗନ୍ନାଥ ବଲ୍ଲଭ ମଠ ସ୍ଥିତ ମହାଖଳା ବା ଦଶହରା ପଦାକୁ ବିଜେ କରିବେ। ତେବେ […]