ରାତିରେ ଘରେ ପଶି ଚୋରି ସହ ଗୋଦାମରେ ନିଆଁ ଲଗାଇଲା ଦୁର୍ବୃତ୍ତ, ଚୋରକୁ କାବୁ କରି ପୋଲିସ ଜିମା ଦେଲେ ଗ୍ରାମବାସୀ
ସାନଖେମୁଣ୍ଡି ୨୯।୦୯ : ରାତିରେ ଘରେ ପଶି ଚୋରି କରିବା ସହ ଗୋଦାମ ଘରେ ନିଆଁ ଲଗାଇଦେଲା ଦୁର୍ବୃତ୍ତ। ଚୋରକୁ କାବୁ କରି ପୋଲିସ ଜିମା ଦେଲେ ଗ୍ରାମବାସୀ। ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଖଲିଙ୍ଗୀ ପଞ୍ଚାୟତ ବାସୁଦେବପୁର ଗ୍ରାମରେ ଏଭଳି ଘଟଣା ଘଟିଛି। ଖବର ପାଇ ଦିଗପହଣ୍ଡି ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇଛି। ଖବର ଅନୁଯାୟୀ, ପାଟପୁର ଥାନା ଖଲିଙ୍ଗୀ ପଞ୍ଚାୟତ ବାସୁଦେବପୁର ଗାଁର ମନୋଜ ମିଶ୍ର ଘରେ ନଥିବା ବେଳେ ପରିବାର […]