ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୭ କୋଭିଡ୍ ପଜିଟିଭ୍
ଭୁବନେଶ୍ୱର ୨୭।୦୯ : ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୮ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୬୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୨୨ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୩୪୯୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ […]