ପଥରରେ ଛେଚି ଯୁବକଙ୍କୁ ହତ୍ୟା, କାରଣ ଖୋଜୁଛି ଜଟଣୀ ପୋଲିସ
ଜଟଣୀ ୧୭।୦୯: ଜଟଣୀରେ ବିଭତ୍ସ ହତ୍ୟା । ଜଣେ ଯୁବକଙ୍କ ବେକକୁ କାଟି ପଥରରେ ଛେଚି ହତ୍ୟା କରାଯାଇଛି । ଖୋର୍ଦ୍ଧା ଜିଲ୍ଲା ଜଟଣୀ ଥାନା ମିଲ୍ ପୋଖରୀ ନିକଟରୁ ମୃତଦେହ ଠାବ ହୋଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଖବର ଅନୁଯାୟୀ, ଜଟଣୀ ଗଜପତି ନଗର ଅଞ୍ଚଳର ଜି.ଇଶ୍ୱର ରାଓ । ସେ ଜଟଣୀ ସୀତାରାମ ଛକ ନିକଟରେ ଏକ ସେଲୁନ ଦୋକାନ କରିଛନ୍ତି । କିନ୍ତୁ ଗତ ତିନି […]