ଭକ୍ତଙ୍କ ପାଇଁ ଖୋଲିବ ଶ୍ରୀଗୁଣ୍ଡିଚା ମନ୍ଦିର, ମାଗଣାରେ ବୁଲିପାରିବେ
ପୁରୀ : ଅଢ଼େଇ ବର୍ଷ ପରେ ଶେଷରେ ଭକ୍ତଙ୍କ ପାଇଁ ଖୋଲିବ ଶ୍ରୀଗୁଣ୍ଡିଚା ମନ୍ଦିର। ମାଗଣାରେ ଭକ୍ତମାନେ ଶ୍ରୀଗୁଣ୍ଡିଚା ମନ୍ଦିର ବୁଲିପାରିବେ। ଭକ୍ତ ଓ ଶ୍ରୀଗୁଣ୍ଡିଚା ମନ୍ଦିର ସୁରକ୍ଷା ଓ ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥା ଜିଲ୍ଲା ପ୍ରଶାସନ କରିବ। ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ସପ୍ତାହେ ଭିତରେ ଏହି ନିଷ୍ପତ୍ତି କାର୍ଯ୍ୟକାରୀ କରିବାକୁ କୁହାଯାଇଛି। ନିଷ୍ପତ୍ତି ଅନୁଯାୟୀ, ଭକ୍ତମାନେ ଆଡ଼ପମଣ୍ଡପ ପାଖକୁ ଯାଇପାରିବେନି କି ସ୍ପର୍ଶ କରିପାରିବେନି। ସେହିଭଳି ରୋଷଘରକୁ ବି […]