୨୦ ଲକ୍ଷ ମେଟ୍ରିକ ଟନ୍ ବଳକା ଚାଉଳ ଶୀଘ୍ର ନିଅ, କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଚିଠି
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ଚାଷୀଙ୍କ ସ୍ବାର୍ଥ ପାଇଁ ଓଡ଼ିଶାର ୨୦ ଲକ୍ଷ ମେଟ୍ରିକ ଟନ୍ ଚାଉଳକୁ କେନ୍ଦ୍ର ସରକାର ଯଥାଶୀଘ୍ର ଉଠାନ୍ତୁ। ନଚେତ ଧାନ ସଂଗ୍ରହ ବ୍ୟବସ୍ଥା ପ୍ରଭାବିତ ହେବ। କେନ୍ଦ୍ର ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ […]









