ରାଜ୍ୟରେ ୩୬ଟି ନୂତନ ଥାନା ପ୍ରତିଷ୍ଠା କରାଯାଇଛି: ଗୃହ ରାଷ୍ଟ୍ର ମନ୍ତ୍ରୀ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ଅନୁମୋଦନ କ୍ରମେ ରାଜ୍ୟରେ ୩୬ଟି ନୂତନ ଥାନା ପ୍ରତିଷ୍ଠା କରାଯାଇଛି ବୋଲି ସ୍ଵରାଷ୍ଟ୍ର ରାଷ୍ଟ୍ର ମନ୍ତ୍ରୀ ତୁଷାରକାନ୍ତି ବେହେରା ଆଜି ବିଧାନସଭାରେ କହିଛନ୍ତି। ଏକ ପ୍ରଶ୍ନର ଉତ୍ତରେ ସେ କହିଛନ୍ତି, ପୂର୍ବରୁ ୬୪୩ଟି ପୁଲିସ ଥାନା […]









