ଶଗଡ଼ପଟା-ଟାଙ୍ଗିରିଆପାଳ ଲାଇନ୍ ଟ୍ରେନ୍ ଚଳାଚଳ ପାଇଁ କାର୍ଯ୍ୟକ୍ଷମ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ରେଳ ନିରାପତ୍ତା ଆୟୁକ୍ତ(ସିଆରଏସ)ଙ୍କ ଅନୁମୋଦନ ପରେ ଗତ ୩ ତାରିଖଠାରୁ ଜାରୋଲି-ଯଖପୁରା ସୁପର କ୍ରିଟିକାଲ ଦୋହରୀକରଣ ପ୍ରକଳ୍ପର ଶଗଡ଼ପଟା ଓ ଟାଙ୍ଗିରିଆପାଳ ମଧ୍ୟରେ ୧୭.୭୯୯ କିମି ଦୋହରୀକରଣ ଲାଇନରେ ଟ୍ରେନ୍ ଚଳାଚଳ ପାଇଁ କାର୍ଯ୍ୟକ୍ଷମ ହୋଇଛି। ଟ୍ରେନ୍ ଚଳାଚଳ […]









