ଓଡ଼ିଶାକୁ ସ୍ପୋର୍ଟସ ଷ୍ଟାର ଆୱାର୍ଡ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : କ୍ରୀଡ଼ା ପ୍ରୋତ୍ସାହନ କ୍ଷେତ୍ରରେ ଓଡ଼ିଶାକୁ ଶ୍ରେଷ୍ଠ ରାଜ୍ୟ ଭାବେ ପୁରସ୍କାର ମିଳିଛି। କ୍ରୀଡ଼ା ପତ୍ରିକା ‘ସ୍ପୋର୍ଟସ ଷ୍ଟାର’ ପକ୍ଷରୁ ଏହି ପୁରସ୍କାର ଦିଆଯାଇଛି। ଆଜି ମୁମ୍ବାଇରେ ଆୟୋଜିତ ‘ସ୍ପୋର୍ଟସ୍ ଷ୍ଟାର-୨୦୨୩ ପୁରସ୍କାର’ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘କ୍ରୀଡ଼ା […]









