ଆଜିଠୁ ବଢ଼ିବ ତାତି : ମାର୍ଚ୍ଚ ପ୍ରଥମ ସପ୍ତାହରେ କିଛି ସ୍ଥାନରେ ୪୦ରୁ ୪୨ ଡିଗ୍ରି ହୋଇପାରେ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ଆସନ୍ତା ୫ଦିନ ଯାଏ ଓଡ଼ିଶାର ପାଗ ମୁଖ୍ୟତଃ ଶୁଖିଲା ରହିବ। ସର୍ବନିମ୍ନ ତାପମାତ୍ରାରେ ସେଭଳି ଆଖିଦୃଶିଆ ପରିବର୍ତ୍ତନ ହେବ ନାହିଁ। ମାତ୍ର ସର୍ବୋଚ୍ଚ ତାପମାତ୍ରାରେ କିଛିଟା ପରିବର୍ତ୍ତନ ହେବ। ଉପକୂଳ ଓ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା […]









