ବିଦ୍ୟୁତ୍ ଦର କମିବା ବଦଳରେ ବଢ଼ିବା ଦାବି କାହିଁକି?
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ବିଦ୍ୟୁତ୍ ଦର ଧାର୍ଯ୍ୟ ସଂକ୍ରାନ୍ତରେ ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ(ଓଇଆରସି) ପକ୍ଷରୁ ଦ୍ବିତୀୟ ପର୍ଯ୍ୟାୟରେ ଆଜିଠାରୁ ଆବଣ୍ଟନ କମ୍ପାନିଙ୍କୁ ନେଇ ଜନଶୁଣାଣି ଆରମ୍ଭ ହୋଇଛି। ପ୍ରଥମ ଦିନ ଟାଟା ପାୱାର ଦକ୍ଷିଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍(ଟିପିଏସ୍ଓଡିଏଲ୍) ସଂକ୍ରାନ୍ତ ଶୁଣାଣିରେ […]









