ଭିଜିଲାନ୍ସ ଜାଲରେ ବାଲେଶ୍ୱର ପୂର୍ତ୍ତ ଡିଭିଜନ-୨ର ସହକାରୀ ଯନ୍ତ୍ରୀ: ୭ଟି ସ୍ଥାନରେ ଏକକାଳୀନ ଚଢ଼ଉ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ବାଲେଶ୍ୱର: ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଆଜି ଏକକାଳୀନ ପୂର୍ତ୍ତ ଡିଭିଜନ-୨ର ସହକାରୀ ଯନ୍ତ୍ରୀ ଅଜୟ କୁମାର ସେନାପତିଙ୍କ ସରକାରୀ କ୍ବାର୍ଟର ସମେତ ୭ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢ଼ଉ ଚାଲିଛି। ଏନେଇ ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି। ଭୁବନେଶ୍ବର ଭିଜିଲାନ୍ସ […]









