ନବ ଦାସ ହତ୍ୟା ମାମଲା: ବିଧାନସଭାରେ ବିବୃତି ରଖିଲେ ମୁଖ୍ୟମନ୍ତ୍ରୀ, ବିରୋଧୀ ରାଜନୀତି କରନ୍ତୁନି
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ତତ୍କାଳୀନ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ହତ୍ୟାକାଣ୍ଡ ଏକ ସମ୍ବେଦନଶୀଳ ଘଟଣା। ଏହାର ପୁଙ୍ଖାନୁପୁଙ୍ଖ ଓ ବୈଜ୍ଞାନିକ ଅନୁସନ୍ଧାନ କରିବା ପାଇଁ କ୍ରାଇମ୍ବ୍ରାଞ୍ଚ୍ ଉଦ୍ୟମ ଜାରି ରଖିଛି। ଦେଶର ଶ୍ରେଷ୍ଠ ଫୋରେନ୍ସିକ୍ ବିଶେଷଜ୍ଞଙ୍କ ସହାୟତା ନିଆଯାଉଛି। ନିରପେକ୍ଷ […]









