ଦାଦନ ଯିବାକୁ ବନ୍ଧାପଡ଼ିଛି ରାସନ କାର୍ଡ, ମିଳୁନି ମନ୍ରେଗା କାମ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାରେ ମିଳୁନି କାମ। ଅଭାବଗ୍ରସ୍ତ ଲୋକେ କାମ ଅନ୍ବେଷଣରେ ଅନ୍ୟ ରାଜ୍ୟକୁ ଦାଦନ ଖଟିବାକୁ ଯାଉଛନ୍ତି। ଜୁନାଗଡ଼ ବ୍ଲକ ମିଚାଗାଁର ଧର୍ମାନନ୍ଦ ଦୁର୍ଗା ନିଜ ରାସନ କାର୍ଡକୁ ୨ ହଜାର ଟଙ୍କାରେ ବନ୍ଧାପକାଇ ତାମିଲନାଡ଼ୁକୁ ଦାଦନ ଖଟିଯିବା ଘଟଣା […]









