ରାଜନୀତି ତେଜିଲା: ଶାସକ-ବିରୋଧୀ ମୁହାଁମୁହିଁ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର: ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାରୀ ଧରାପଡ଼ିଥିଲେ ବି ୪୮ଘଣ୍ଟା ପରେ ମଧ୍ୟ କ୍ରାଇମବ୍ରାଞ୍ଚ ହତ୍ୟାର କାରଣ ଜାଣିପାରିନି। ଏହାକୁ ଧରି କ୍ରାଇମବ୍ରାଞ୍ଚର ତଦନ୍ତ ଉପରେ ବିରୋଧୀ ପ୍ରଶ୍ନ ଉଠାଇଲେଣି। ଏପରିକି ଜଣେ କ୍ୟାବିନେଟ୍ ମନ୍ତ୍ରୀଙ୍କୁ ଦିନ ଦ୍ବିପ୍ରହରରେ ହତ୍ୟା […]









