ଦେଶ ବିଦେଶ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ବନ୍ଧାହେଲେ ରସିକିଆ ଟ୍ୟୁସନ ମାଷ୍ଟର, ନାବାଳିକା ଛାତ୍ରୀଙ୍କୁ ପ୍ରେମ ଜାଲରେ ଫସାଇ ଅପହରଣ ଓ ପରେ ଦୁଷ୍କର୍ମ ଅଭିଯୋଗ

ପାଟଣା ୨୯।୬: କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ପ୍ରେମ ଜାଲରେ ଫସାଇ ଅପହରଣ । ପରେ ଦୁଷ୍କର୍ମ କରିଥିବା ଅଭିଯୋଗ । ଅଭିଯୋଗରେ ପାଟଣା ପୋଲିସ ଅଭିଯୁକ୍ତ ଟ୍ୟୁସନ ମାଷ୍ଟର ଗତିକୃଷ୍ଣ ସେଠୀକୁ ଗିରଫ କରି କୋର୍ଟ ଚାଲାଣ କରିଛି । ନାବାଳିକାଙ୍କ ପରିବାରର ଅଭିଯୋଗ ଅନୁସାରେ, ଅଭିଯୁକ୍ତ ଟ୍ୟୁସନ ମାଷ୍ଟର ଗତିକୃଷ୍ଣ ନାବାଳିକାଙ୍କୁ ଟ୍ୟୁସନରେ ପାଠ ପଢ଼ାଇବା ସମୟରେ ପ୍ରେମ ଜାଲରେ ଫସାଇଥିଲେ । ଗତ ମେ’ ମାସ ୧୮ ତାରିଖରେ […]