ଭିଜିଲାନ୍ସ ଜାଲରେ ସୁପରଭାଇଜର: ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡ଼ିବସିଲା ଟିମ୍
ପୁରୀ : ଦିନକୁ ଦିନ ଦୁର୍ନତିଖୋର ଅପରାଧୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ପ୍ରତିଦିନ କେହି ନା କେହି ଅଧିକାରୀ ଧରାପଡୁଛନ୍ତି । ଏହାରି ମଧ୍ୟରେ ଭିଜିଲାନ୍ସ ଜାଲରେ ଫସିଛନ୍ତି ଖଦି ଗ୍ରାମୋଦ୍ୟୋଗ ସୁପରଭାଇଜର । ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସୁପରଭାଇରଜର ନାରାୟଣ ପଟ୍ଟନାୟକଙ୍କୁ ମାଡ଼ିବସିଥିଲା ଭିଜିଲାନ୍ସ ଟିମ୍ । ଜଣେ ଋଣଗ୍ରହୀତା ସବସିଡି କରାଇ ଦେବାକୁ କହି ଲାଞ୍ଚ ନେଉଥିବା ଜଣାପଡିଛି । ନିକଟରେ ପଞ୍ଚାୟତିରାଜ ବିଭାଗର ସହକାରୀ ଯନ୍ତ୍ରୀଙ୍କ ଘରେ […]