ଖେଳ ଦେଶ ବିଦେଶ ରାଜ୍ୟ

ପୁରୁଷ ହକି ଖେଳାଳିଙ୍କୁ ୨.୫କୋଟି ଓ ମହିଳା ଖେଳାଳିଙ୍କୁ ୫୦ଲକ୍ଷ ଲେଖାଏଁ ପୁରସ୍କାର ରାଶି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଟୋକିଓ ଅଲିମ୍ପିକ୍ସରେ ଚମତ୍କାର ପ୍ରଦର୍ଶନ କରିଥିବ‌ା ୪ଓଡ଼ିଆ ହକି ଖେଳାଳିଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଓଡ଼ିଶାରୁ ଭାରତୀୟ ହକି ଟିମରେ ଥିବା ୨ଜଣ ପୁରୁଷ ହକି ଖେଳାଳି ଏବଂ ୨ଜଣ ମହିଳା ହକି ଖେଳାଳିଙ୍କୁ କଳିଙ୍ଗ ଷ୍ଟାଡିୟମରେ ସମ୍ବର୍ଦ୍ଧିତ କରାଯାଇଛି। ପୁରୁଷ ହକି ଖେଳାଳି ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସଙ୍କୁ ୨.୫କୋଟି ଟଙ୍କାର ପୁରସ୍କାର ରାଶି ଦିଆଯାଇଥିବା ବେଳେ ରାଜ୍ୟ ପୁଲିସ ବିଭାଗରେ ଡେପୁଟି ସୁପରିଟେଣ୍ଡେଣ୍ଟ ଭାବରେ ନିଯୁକ୍ତି ପାଇଁ ନିଯୁକ୍ତି […]