Subscribe to Updates

    Get the latest creative news from FooBar about art, design and business.

    What's Hot

    ବାଲିଘାଟ ପାଇଁ ଗୁଳି, ଜେସିବି ପୋଡ଼ି

    May 29, 2023

    ସ୍ବାମୀଙ୍କ ମୃତ୍ୟୁର ଘଣ୍ଟାଏ ମଧ୍ୟରେ ପତ୍ନୀ ମୃତ: ଗୋଟିଏ ଜୁଇରେ ଜଳିଲା ମରଶରୀର

    May 29, 2023

    ନାମଲେଖା ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୬୭ ଯୁକ୍ତ୨ କଲେଜରେ କଟକଣା

    May 29, 2023
    Facebook Twitter Instagram
    Trending
    • ବାଲିଘାଟ ପାଇଁ ଗୁଳି, ଜେସିବି ପୋଡ଼ି
    • ସ୍ବାମୀଙ୍କ ମୃତ୍ୟୁର ଘଣ୍ଟାଏ ମଧ୍ୟରେ ପତ୍ନୀ ମୃତ: ଗୋଟିଏ ଜୁଇରେ ଜଳିଲା ମରଶରୀର
    • ନାମଲେଖା ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୬୭ ଯୁକ୍ତ୨ କଲେଜରେ କଟକଣା
    • ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ: କର୍ମଚାରୀଙ୍କ ତାଲିକା ମାଗିଲା ରାଜସ୍ବ ବିଭାଗ
    • ବ୍ରାଉନ୍‌ସୁଗାର ବେପାରରେ ବାପ-ପୁଅ
    • ବଦଳିବ ଭିତରକନିକାର ରୂପରେଖ
    • କାଜୁ କେଜି ୫ ହଜାର, ଚାଷୀ ପାଉଛି ୭୦
    • ଜାତୀୟସ୍ତରୀୟ ନୃତ୍ୟ ପ୍ରତିଯୋଗିତା: ବ୍ରହ୍ମପୁର ଜେଲ୍‌ର ବନ୍ଦୀ ହେଲେ ପ୍ରଥମ
    Monday, May 29
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ଶିକ୍ଷା ଓ ନିଯୁକ୍ତି»ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା
    ଶିକ୍ଷା ଓ ନିଯୁକ୍ତି

    ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

    NewsLaxmi7By NewsLaxmi7October 20, 2020No Comments1 Min Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି ରାଜ୍ୟରେ ଏହା କାର୍ଯ୍ୟକାରୀ ହେବ। ହିମାଚଳ ପ୍ରଦେଶ, ରାଜସ୍ଥାନ, ମହାରାଷ୍ଟ୍ର, ମଧ୍ୟପ୍ରଦେଶ, କେରଳ, ଏବଂ ଓଡ଼ିଶାର ନାମ ଏଥିରେ ସାମିଲ ରହିଛି। ଏନେଇ କେନ୍ଦ୍ର ମନ୍ତ୍ରୀ ପ୍ରକାଶ ଜାବଡେକର ଏବଂ ନରେନ୍ଦ୍ର ସିଂହ ତୋମାର ସୂଚନା ଦେଇଛନ୍ତି। ପ୍ରକାଶ ଜାବଡେକର କହିଛନ୍ତି ଯେ, ଏହି ପ୍ରୋଜେକ୍ଟ ବିଶ୍ଵ ବ୍ୟାଙ୍କ ଦ୍ଵାରା ସମର୍ଥିତ କରାଯିବ। 5,718 କୋଟି ଏଥିରେ ଖର୍ଚ୍ଚ ହେବ। ଯେଉଁଥିରେ ବିଶ୍ଵବ୍ୟାଙ୍କ 500 ମିଲିୟନ ଡଲାର ସହଯୋଗ କରୁଛି।

    ଅକ୍ଟୋବର 7ରେ ହୋଇଥିବା କ୍ୟାବିନେଟ ବୈଠକରେ କେନ୍ଦ୍ର ସରକାର କୋଲକାତା ଇଷ୍ଟ ୱେଷ୍ଟ ମେଟ୍ରୋ କରିଡର ପ୍ରୋଜେକ୍ଟ ପାଇଁ ସଂଶୋଧିତ ଲଗାଣକୁ ଅନୁମତି ଦେଇଥିଲେ। ଏହା ସହିତ ସାଇବର ସୁରକ୍ଷା କ୍ଷେତ୍ରରେ ସହଯୋଗ ପାଇଁ ଚୁକ୍ତିନାମା ମଧ୍ୟ ଭାରତ ଏବଂ ଜାପାନ ମଧ୍ୟରେ ସ୍ୱାକ୍ଷରିତ ହୋଇଥିଲା।

    Share. Facebook Twitter LinkedIn WhatsApp Email
    Previous Articleଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ
    Next Article ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ
    NewsLaxmi7
    • Website

    Related Posts

    ତାମିଲନାଡୁ ଦ୍ବାଦଶ ଶ୍ରେଣୀ ପରୀକ୍ଷାରେ ଶ୍ରମିକଙ୍କ ଝିଅର ସଫଳତା, ୬୦୦ରୁ ୬୦୦ ନମ୍ବର ରଖିଲେ

    May 9, 2023

    ଏମିତି ଚାଲିଛି ବିଶ୍ବବିଦ୍ୟାଳୟ: ୫୭% ପ୍ରଫେସର ନାହାନ୍ତି

    February 23, 2023

    ଯୁକ୍ତ୨ ପରୀକ୍ଷା: ୨୪ରୁ ପଠାଯିବ ପ୍ରାକ୍ଟିକାଲ ପ୍ରଶ୍ନପତ୍ର

    January 23, 2023

    ନାମଲେଖା ନିୟମ ମାନୁନାହାନ୍ତି ଶିକ୍ଷାନୁଷ୍ଠାନ

    January 21, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ଅପରାଧ

    ବାଲିଘାଟ ପାଇଁ ଗୁଳି, ଜେସିବି ପୋଡ଼ି

    May 29, 2023

    ନିଶ୍ଚିନ୍ତକୋଇଲି : ବାଲିଘାଟକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ଉଗ୍ରରୂପ ନେଇଛି। ଶନିବାର ବିଳମ୍ବିତ ରାତିରେ ଏକ…

    ସ୍ବାମୀଙ୍କ ମୃତ୍ୟୁର ଘଣ୍ଟାଏ ମଧ୍ୟରେ ପତ୍ନୀ ମୃତ: ଗୋଟିଏ ଜୁଇରେ ଜଳିଲା ମରଶରୀର

    May 29, 2023

    ନାମଲେଖା ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୬୭ ଯୁକ୍ତ୨ କଲେଜରେ କଟକଣା

    May 29, 2023

    ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ: କର୍ମଚାରୀଙ୍କ ତାଲିକା ମାଗିଲା ରାଜସ୍ବ ବିଭାଗ

    May 29, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ମେ’ ୨୧ ତାରିଖ, ଶୁକ୍ରବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

    May 21, 2021

    ଓସ୍କାର୍ ପାଇଁ ଚୟନ ହେଲା ମାଲାୟଲମ୍ ଫିଲ୍ମ ‘ଜାଲିକାଟୁ’

    November 26, 2020

    ବିବାହର ୯ବର୍ଷ ପରେ ଅଲଗା ହେଲେ ଲୋକପ୍ରିୟ ଯୋଡି ଆମିର ଅଲି- ସଞ୍ଜିଦା ଶେଖ, ଏବେ ମା’କୁ ମିଳିଲା ଝିଅର କଷ୍ଟଡି

    January 7, 2022
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.